ଭୁୁବନେଶ୍ୱର – କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡଙ୍ଗୀ ଗୁରୁବାର ଦିନ ବେଙ୍ଗାଲୁରୁ ଠାରେ କର୍ଣାଟକର ମୁଖ୍ୟମନ୍ତ୍ରୀ ବିଏସ ୟେଦିୟୁରପ୍ପାଙ୍କୁ ସାକ୍ଷାତ କରିଛନ୍ତି । ଶ୍ରୀ ଷଡଙ୍ଗୀ ଟ୍ୱିଟ କରି ଏହି ସୂଚନା ଦେଇଛନ୍ତି । ଶ୍ରୀ ଷଡଙ୍ଗୀ କହିଛନ୍ତି ଯେ ୟେଦିୟୁରପ୍ପାଙ୍କ ସହ ଏହି ସୌଜନ୍ୟତାମୂଳକ ସାକ୍ଷାତ ଅବସରରେ କର୍ଣାଟକର ବିକାଶ ସମ୍ପର୍କିତ ଅନେକ ଗୁରୁତ୍ୱପୂର୍ଣ ବିଷୟ ଉପରେ ଆଲୋଚନା ହୋଇଥିଲା ।