

ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୩,୦୧୫ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୩,୦୧୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୫୯ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୫୦,୫୮୨ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୫୦,୫୮୨ ଜଣ ମୃତ୍ୟୁବରଣ କରିଛନ୍ତି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୨୨୮ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୨୨୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୩ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬,୩୩,୦୪୯ ହୋଇ ଯାଇଛି । ବର୍ତମାନ ସୁ୍ଦ୍ଧା ଏଠାରେ ୧୦,୭୭୪ଜଣଙ୍କର ମୃତ୍ୟୁ ଘଟିଛିା