
ସେ ଟ୍ୱିଟ କରି କହିଛନ୍ତି ଯେ ମହାନ ସ୍ୱାଧୀନତା ସଂଗ୍ରାମୀ ଓ ଭାରତ ମାତାଙ୍କର ସୁଯୋଗ୍ୟ ସନ୍ତାନ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମ ଜୟନ୍ତୀରେ ତାଙ୍କୁ ଶତ ଶତ ନମନ । କୃତଜ୍ଞ ରାଷ୍ଟ୍ର ଦେଶର ସ୍ୱାଧୀନତା ପାଇଁ ତାଙ୍କର ତ୍ୟାଗ ଓ ସମର୍ପଣ କୁ ସବୁ ବେଳେ ମନେ ରଖିବେ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
