ଭୁବନେଶ୍ୱର,ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀ ପାଳନ ଅବସରରେ ଏହି ମହାନ୍ ତଥା ଯଶସ୍ବୀ ବରପୁତ୍ରଙ୍କୁ ସ୍ମରଣ କରି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କଟକ ଠାରେ “କଟକ ନେତାଜୀ ବସ୍ ଟର୍ମିନାଲ”ର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଆଜି ପୂର୍ବାହ୍ନ ୧୧.୩୦ ସମୟରେ ଏହି କାର୍ଯ୍ୟକ୍ରମ ହେବ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO