କେରଳରେ ଗତ ୨୪ ଘଂଟାରେ ୬୭୫୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ତିରୁବନନ୍ତପୁରମ , କେରଳରେ ଗତ ୨୪ ଘଂଟାରେ ୬୭୫୩ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ରାଜ୍ୟରେ ଟି ସକ୍ରିୟ ୭୦,୩୯୫ ମାମଲା ରହିଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୨୬୬ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୨୬୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୪ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬,୩୩,୫୪୨ ହୋଇ ଯାଇଛି ।ବର୍ତମାନ ଯାଏ ୧୦,୭୮୯ ଜଣଙ୍କର କରୋନାରେ ମୃତ୍ୟୁ ଘଙ୍କିଛିା
ଝାରଖଣ୍ଡରେ କରୋନାର ୧୨୭ ନୂଆ ମାମଲା
ରାଂଚି,ଝାରଖଣ୍ଡରେ କରୋନାର ୧୨୭ ଟି ନୂଆ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୧,୧୮,୧୫୪ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୯୭୮ ଜଣଙ୍କର ମୃତ୍ୟୁ ଘଟିଛି ।