ସେ ଟ୍ୱିଟ କରି କହିଛନ୍ତି ଯେ – ପ୍ରଖ୍ୟାତ ମଲ୍ଲଯୋଦ୍ଧା ଗୋପାଳକୃଷ୍ଣ ମହାପାତ୍ରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ନିଜ ସଫଳତା ଦ୍ୱାରା କ୍ରୀଡ଼ା ଜଗତରେ ସେ ଛାଡ଼ି ଯାଇଥିବା ଛାପ ତାଙ୍କୁ ସର୍ବଦା ସ୍ମରଣୀୟ କରି ରଖିବ । ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଉଛି ।
Related Stories
November 24, 2024