-
ପାର୍ଟି ନେତାଙ୍କ ସହ ଜଳପଥରେ ବୁଲି ଦେଖିଲେ ପ୍ରାକୃତିକ ଶୋଭା

ଭୁୁବନେଶ୍ୱର– କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭିତରକନିକା ଇକୋରିଟ୍ରିଟରେ ରାତି ବିତାଇବା ପରେ ରବିବାର ସକାଳେ ଭିତରକନିକା ବୁଲୁଛନ୍ତି । ଜଳପଥରେ ଏକ ମୋଟର ବୋଟରେ ଦଳୀୟ ନେତାଙ୍କ ସହ ବୁଲି ପ୍ରାକୃତିକ ଶୋଭା ଉପଭୋଗ କରିଛନ୍ତି ।
ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି । ସେ କହିଛନ୍ତି, ଭିତରକନିକାର ପ୍ରାକୃତିକ ସୌନ୍ଦର୍ଯ୍ୟ ଅତି ମନୋରମ । ଶିଳ୍ପ ପର୍ଯ୍ୟଟନ ସହ ଅଂଚଳର ବିକାଶରେ ଭିତରକନିକା ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବ ବୋଲି ସେ କହିଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO