କର୍ଣାଟକରେ ଗତ ୨୪ ଘଂଟାରେ ୯୦୨ କରୋନାର ନୂଆ ମାମଲା
ବେଙ୍ଗାଲୁରୁ ,କର୍ଣାଟକରେ ଗତ ୨୪ ଘଂଟାରେ ୯୦୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୯,୩୫,୪୭୮ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୨,୧୯୩ ଜଣଙ୍କର ମୃତ୍ୟୁ ଘଟିଛି ।
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୨,୬୯୭ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୨,୬୯୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୫୬ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୪୩,୮୭୦ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୫୦,୭୪୦ ଜଣ ମୃତ୍ୟୁବରଣ କରିଛନ୍ତି ।