

ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩,୧୦,୨୭୯ ହୋଇଛି । ରାଜ୍ୟରେ ବର୍ତମାନ ଯାଏ ୨୭୫୮ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।
ମଣିପୁରରେ ଗତ ୨୪ ଘଂଟାରେ କରୋନାର ୧୭ ନୂଆ ମାମଲା
ଇମ୍ଫାଲ , ମଣିପୁରରେ ଗତ ୨୪ ଘଂଟାରେ ୧୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୮,୪୦୫ ହୋଇଛି । ରାଜ୍ୟରେ ବର୍ତମାନ ଯାଏ ୩୬୯ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।
ହିମାଚଳରେ ଆଉ ୨୭ କରୋନାର ନୂଆ ମାମଲା
ସିମଲା, ହିମାଚଳ ପ୍ରଦେଶରେ ଗତ ୨୪ ଘଂଟା ମଧ୍ୟରେ ୨୭ ଟି କରୋନାର ନୂଆ ମାମଲା ସାମନାକୁ ଆସିଛି । ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୫୭,୧୮୯ ହୋଇ ଯାଇଛି । ବର୍ତମାନ ସୁଦ୍ଧା ୯୬୯ ଜଣଙ୍କର ମୃତ୍ୟୁ ଘଟିଛି ।