ତିରୁବନନ୍ତପୁରମ , କେରଳରେ ଗତ ୨୪ ଘଂଟାରେ ୬,୦୩୬ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ରାଜ୍ୟରେ ଟି ସକ୍ରିୟ ୭୨,୮୯୧ ମାମଲା ରହିଛି ।
ଝାରଖଣ୍ଡରେ କରୋନାର ୫୪ ନୂଆ ମାମଲା
ରାଂଚି, ଝାରଖଣ୍ଡରେ କରୋନାର ୫୪ ଟି ନୂଆ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୧,୧୬,୪୦୨ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧,୦୬୩ ଜଣଙ୍କର ମୃତ୍ୟୁ ଘଟିଛି ।