କର୍ଣାଟକରେ ଗତ ୨୪ ଘଂଟାରେ ୫୭୩ କରୋନାର ନୂଆ ମାମଲା
ବେଙ୍ଗାଲୁରୁ ,କର୍ଣାଟକରେ ଗତ ୨୪ ଘଂଟାରେ ୫୭୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୪ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୯,୩୬,୦୫୧ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୨,୧୯୭ ଜଣଙ୍କର ମୃତ୍ୟୁ ଘଟିଛି ।