
ଭୁବନେଶ୍ୱର,ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତଙ୍କ ମୃତ୍ୟୂ ଘଟିଛି । ଏହା ସହ ରାଜ୍ୟରେ ମୋଟ ମୃତ୍ୟୁବରଣ କରିଥିବା କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୧୯୦୬ ହୋଇଛି । ରାଜ୍ୟର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଆଜି ମୃତ୍ୟୁବରଣ କରିଥିବା ବ୍ୟକ୍ତି ଜଣଙ୍କ ସୁନ୍ଦରଗଡ ଜିଲ୍ଲାର ।
ମାସ୍କ ନ ପିନ୍ଧିବା ଓ ଅନ୍ୟ ମାମଲାରେ ଯାଜପୁରରେ ୨୪ ଘଂଟାରେ ୧୭୮୦୦୦ ଟଙ୍କାର ଜୋରିମାନା ଆଦାୟ
ଭୁବନେଶ୍ୱର, ଯାଜପୁର ପୋଲିସ ଗତ ୨୪ ଘଂଟା ମଧ୍ୟରେ ମାସ୍କ ପିନ୍ଧି ନ ଥିବା, ସାମାଜିକ ଦୂରତ୍ୱ ନିୟମକୁ ନ ମାନିବା, ବାହାରେ ଛେପ ପକାଇବା ଓ ମୋଟର ଯାନ ଆଇନ ଭାଙ୍ଗିବା ଅଭିଯୋଗରେ ୧୭୮୦୦୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ବେଳେ ୮ ଜଣଙ୍କର ଡ୍ରାଇଭିଂଗ ଲାଇସେନ୍ସକୁ ନିଲମ୍ବିତ କରା ଯାଇଛି । ଯାଜପୁର ଏସପି ଟ୍ୱିଟ କରି ଏହି ସୂଚନା ଦେଇଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO