
ତିରୁବନନ୍ତପୁରମ ,କେରଳରେ ଗତ ୨୪ ଘଂଟାରେ ୩,୩୬୧ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ରାଜ୍ୟରେ ଟି ସକ୍ରିୟ ୭୦,୬୨୪ ମାମଲା ରହିଛି ।
କରୋନାରେ ଦେଶରେ ଗତ ୨୪ ଘଂଟାରେ ୯,୧୦୨ ନୂଆ ମାମଲା
ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ ୯,୧୦୨ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୧୧୭ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୦୬,୭୬,୮୩୮ ପହଂଚିଛି ।ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧,୭୭,୨୬୬ ଥିବା ବେଳେ ବର୍ତମାନ ସୁଦ୍ଧା ୧,୫୩,୫୮୭ ଜଣ ମୃତ୍ୟୁ ବରଣ କରିଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO