ଦିଲ୍ଲୀରେ ଗତ ୨୪ ଘଂଟାରେ ୧୪୮ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୧୪୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୫ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ,୩୪,୦୭୨ ହୋଇ ଯାଇଛି । ବର୍ତମାନ ସୁ୍ଦ୍ଧା ଏଠାରେ ୧୦,୮୧୩ ଜଣଙ୍କର ମୃତ୍ୟୁ ଘଟିଛିା