ଓଡିଶା କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୯ ଗିରଫ desk January 26, 2021 ଭୁବନେଶ୍ୱର, ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୯ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୯୦୧ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୪,୧୩,୨୫୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି । Tags: Corona Continue Reading Previous: ଗୋଟିଏ ଦିନରେ ୯୯ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୪୫୨୯ Next: ପଦ୍ମ ସମ୍ମାନ ପାଇଥିବା ବ୍ୟକ୍ତିତ୍ୱଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories Indo Kaling Times 19 October 2025 Important news ଓଡିଶା Indo Kaling Times 19 October 2025 Important news October 19, 2025 ପୂର୍ଣ୍ଣାଙ୍ଗ ଶିକ୍ଷା ଏକାଡେମୀ ର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ଉଦଘାଟିତ, 1 min read ଓଡିଶା ପୂର୍ଣ୍ଣାଙ୍ଗ ଶିକ୍ଷା ଏକାଡେମୀ ର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ଉଦଘାଟିତ, October 19, 2025 ପୁରୀ ଜିଲ୍ଲା ସୁନାମୀ ପ୍ରସ୍ତୁତି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ, ଓଡିଶା ପୁରୀ ଜିଲ୍ଲା ସୁନାମୀ ପ୍ରସ୍ତୁତି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ, October 19, 2025