
ନୂଆଦିଲ୍ଲୀ,ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୫,୫୦,୪୨୬ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୧୯,୩୬,୧୩,୧୨୦ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା
କରୋନାରେ ଦେଶରେ ଗତ ୨୪ ଘଂଟାରେ ୧୨,୬୮୯ ନୂଆ ମାମଲା
ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ ୧୨,୬୮୯ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୧୧୭ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୦୬,୮୯,୫୨୭ ପହଂଚିଛି ।
ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧,୭୬,୪୯୮ ଥିବା ବେଳେ ବର୍ତମାନ ସୁଦ୍ଧା ୧,୫୩,୭୨୪ ଜଣ ମୃତ୍ୟୁ ବରଣ କରିଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO