କର୍ଣାଟକରେ ଗତ ୨୪ ଘଂଟାରେ ୫୨୯ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୫୨୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୪ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬,୬୩୩ ହୋଇଛି । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ବଢି ୧୨,୨୦୪ ହୋଇଛିା