
ଭୁବନେଶ୍ୱର,ରାଜ୍ୟରେ ଆଜି ଯାଏ ୧ଲକ୍ଷ୭୮ହଜାର ୨୨୭ ଟୀକାକରଣ ହୋଇଛି ବୋଲି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ । ସେ କହିଛନ୍ତି ଯେ
ବାକି ୧ ଲକ୍ଷ ୬୦ ହଜାର ୪୭୩ । ଆଜି ସବୁ ଜିଲ୍ଲାରେ ଏହି କାର୍ଯ୍ୟକ୍ରମ ଚାଲିଛି । ଆସନ୍ତା୧୦ ସୁଦ୍ଧା ସବୁ ସ୍ୱାସ୍ଥ୍ୟକର୍ମୀଙ୍କୁ ପ୍ରଥମ ଡୋଜ ଟୀକାକରଣ କରିବୁ । ପଞ୍ଜିକୃତ ହୋଇଥିବା ସ୍ୱାସ୍ଥ୍ୟ କର୍ମୀ ମେସେଜ ପାଇବା ସତ୍ୱେ ଟୀକା ଗ୍ରହଣ ନ କରନ୍ତି, ସେମାନଙ୍କୁ ସରକାରଙ୍କ ତରଫରୁ ଆଉ ମାଗଣା ଟୀକା ଦିଆଯିବ ନାହିଁ । ତେଣୁ ଆମେ ଅନୁରୋଧ କରୁଛୁ, ସେମାନେ ଟୀକା ନେଇ ନିଜେ ସୁସ୍ଥ ରୁହନ୍ତୁ ଓ ସମସ୍ତଙ୍କୁ ସୁରକ୍ଷିତ ରଖନ୍ତୁ ବୋଲି ସେ କହିଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO