ମଣିପୁରରେ ୨୪ ଘଂଟାରେ କରୋନାର ୧୫ ନୂଆ ମାମଲା
ଇମ୍ଫାଲ , ମଣିପୁରରେ ଗତ ୨୪ ଘଂଟାରେ ୧୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୮,୫୨୪ ହୋଇଛି । ରାଜ୍ୟରେ ବର୍ତମାନ ଯାଏ ୩୭୧ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।