ବାଲେଶ୍ୱର – କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡଙ୍ଗୀ ନିଜ ସଂସଦୀୟ କ୍ଷେତ୍ର ବାଲେଶ୍ୱର ଠାରେ ପାର୍ଟୀ କାର୍ଯ୍ୟକର୍ତା ମାନଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ କି ବାତ କାର୍ଯ୍ୟକ୍ରମ ଶୁଣିଛନ୍ତି । ଶ୍ରୀ ଷଡଙ୍ଗୀ ନିଜେ ଟ୍ୱିଟ କରି ଏହି ସୂଚନା ଦେଇଛନ୍ତି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO