ଓଡିଶା ନକଲି ମୃଦୁ ପାନୀୟ ଫ୍ୟାକ୍ଟ୍ରିର ମାଲିକ ଗିରଫ desk February 3, 2021 ଭୁବନେଶ୍ୱର, କମିଶନରେଟ ପୋଲିସ ଭୁବନେଶ୍ୱର ମେଂଚଶ୍ୱରରୁ ନକଲି ମୃଦୁ ପାନୀୟ ଜବତ ଘଟଣାରେ ଫ୍ୟାକ୍ଟ୍ରି ମାଲିକ ଶ୍ରୀପତ୍ତି ରଞ୍ଜନ ବେହେରାଙ୍କୁ ଆଜି ଗିରଫ କରିଛି । ଉଲ୍ଲେଖନୀୟ ଯେ କାରଖାନାରେ ବଜାରରେ ବିକ୍ରି ହେଉଥିବା ବଡ ବଡ ବ୍ରାଣ୍ଡର ଭେଜାଲ ମୃଦୁ ପାନୀୟ ତିଆରି ହେଉଥିଲା । ଗତକାଲି ଚଢ଼ାଉ କରି ଫ୍ୟକ୍ଟି ସିଲ୍ କରିଥିଲା ପୁଲିସ୍ । ବିଭିନ୍ନ ବ୍ରାଣ୍ଡର କୋଲ ଡ୍ରିଙ୍କସ ବୋତଲରେ ନକଲି ଲେବୁଲ ଲଗାଇ ଅପମିଶ୍ରିତ ମୃଦୁ ପାନୀୟ ତିଆରି କରୁଥିବା ଜଣା ପଡିଥିଲା । Tags: police Continue Reading Previous: ମହିଳା ସଂରକ୍ଷଣ ବିଲ୍ ତୁରନ୍ତ ପାରିତ କରିବା ନେଇ ରାଜ୍ୟସଭାର ଦାବି କଲେ ସାଂସଦ ସସ୍ମିତ ପାତ୍ର Next: ଗୋଟିଏ ଦିନରେ ୭୧ କରୋନା ଆକ୍ରାନ୍ତ ଚିହ୍ନଟ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ଓସେପା ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ବ୍ୟବହାରିକ ଦକ୍ଷତା ପ୍ରଶିକ୍ଷଣ ଆୟୋଜିତ 1 min read ଓଡିଶା ଓସେପା ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ବ୍ୟବହାରିକ ଦକ୍ଷତା ପ୍ରଶିକ୍ଷଣ ଆୟୋଜିତ December 19, 2025 ଭଞ୍ଜକଳା ମଣ୍ଡପରେ ଆରମ୍ଭ ହେଲା ଜାତୀୟ କଣ୍ଢେଇ ନାଟ ଉତ୍ସବ ଓଡିଶା ଭଞ୍ଜକଳା ମଣ୍ଡପରେ ଆରମ୍ଭ ହେଲା ଜାତୀୟ କଣ୍ଢେଇ ନାଟ ଉତ୍ସବ December 19, 2025 ଗୃହ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବଙ୍କ କ୍ଷେତ୍ର ପରିଦର୍ଶନ ଏବଂ ସମୀକ୍ଷା ଓଡିଶା ଗୃହ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବଙ୍କ କ୍ଷେତ୍ର ପରିଦର୍ଶନ ଏବଂ ସମୀକ୍ଷା December 19, 2025