
ଉଲ୍ଲେଖନୀୟ ଯେ କାରଖାନାରେ ବଜାରରେ ବିକ୍ରି ହେଉଥିବା ବଡ ବଡ ବ୍ରାଣ୍ଡର ଭେଜାଲ ମୃଦୁ ପାନୀୟ ତିଆରି ହେଉଥିଲା । ଗତକାଲି ଚଢ଼ାଉ କରି ଫ୍ୟକ୍ଟି ସିଲ୍ କରିଥିଲା ପୁଲିସ୍ । ବିଭିନ୍ନ ବ୍ରାଣ୍ଡର କୋଲ ଡ୍ରିଙ୍କସ ବୋତଲରେ ନକଲି ଲେବୁଲ ଲଗାଇ ଅପମିଶ୍ରିତ ମୃଦୁ ପାନୀୟ ତିଆରି କରୁଥିବା ଜଣା ପଡିଥିଲା ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
