ଝାରଖଣ୍ଡରେ କରୋନାର ୫୯ ନୂଆ ମାମଲା
ରାଂଚି, ଝାରଖଣ୍ଡରେ କରୋନାର ୫୯ ଟି ନୂଆ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୧,୧୮,୭୯୩ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୦୭୫ଜଣଙ୍କର ମୃତ୍ୟୁ ଘଟିଛି ।