

ଦୁର୍ଘଟଣାରେ ଗୁରୁତର ଭାବେ ଆହତ ହୋଇଥିବା ସମସ୍ତ ବ୍ୟକ୍ତିଙ୍କ ପାଇଁ 50 ହଜାର ଟଙ୍କା ଲେଖାଏଁ ପ୍ରଦାନ କରିବା ଲାଗି ମଧ୍ୟ ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ଏକ ଟ୍ଵିଟ ମାଧ୍ୟମରେ କୁହାଯାଇଛି ଯେ, “ଓଡିଶାର କୋରାପୁଟରେ ଘଟିଥିବା ଦୁର୍ଭାଗ୍ୟପୂର୍ଣ୍ଣ ସଡକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠିରୁ 2 ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ । ସେହିଭଳି ଗୁରୁତର ଭାବେ ଆହତଙ୍କୁ ମଧ୍ୟ 50 ହଜାର ଟଙ୍କା ଦିଆଯିବ ।