
କରୋନା କାରଣରୁ ଆଜି ପର୍ଯ୍ୟନ୍ତ ବିଶ୍ୱବ୍ୟାପୀ ୧୦ କୋଟି ୪୩ ଲକ୍ଷ ୭୩ ହଜାର ୭୧୫ ଲୋକ ସଂକ୍ରମିତ ହୋଇସାରିଥିବା ବେଳେ ୨୨ ଲକ୍ଷ ୬୨ ହଜାର ୪ ଜଣ ଲୋକଙ୍କର ମୃତ୍ୟୁ ହୋଇଛି । କରୋନା ଭାଇରସ କବଳରେ ପଡ଼ିଥିବା ୭ କୋଟି ୬୨ ଲକ୍ଷ ୩୦ ହଜାର ୬୮୪ ଜଣ ସୁସ୍ଥ ହୋଇଥିବା ବେଳେ ୨ କୋଟି ୫୮ ଲକ୍ଷ ୮୧ ହଜାର ୨୭ ଜଣ ଲୋକ ସକ୍ରିୟ ଅଛନ୍ତି । ଏବେ ବିଶ୍ୱବ୍ୟାପୀ ୧ ଲକ୍ଷ ୬ ହଜାର ୯୨୫ ଜଣ ରୋଗୀଙ୍କ ଅବସ୍ଥା ଗୁରୁତର ଅଛି ।