ତାମିଲନାଡୁରେ ଗତ ୨୪ ଘଂଟାରେ ୫୧୪ କରୋନାର ନୂଆ ମାମଲା
ଚେନ୍ନାଇ, ତାମିଲନାଡୁରେ ଗତ ୨୪ ଘଂଟାରେ ୫୧୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୧ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮,୨୩,୦୦୧ ହୋଇଛି । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ବଢି ୧୨,୩୭୧ ହୋଇଛି ।
କର୍ଣାଟକରେ ଗତ ୨୪ ଘଂଟାରେ ୪୨୬ କରୋନାର ନୂଆ ମାମଲା
ବେଙ୍ଗାଲୁରୁ ,କର୍ଣାଟକରେ ଗତ ୨୪ ଘଂଟାରେ ୪୨୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୯,୪୦,୫୯୬ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୨,୨୨୫ ଜଣଙ୍କର ମୃତ୍ୟୁ ଘଟିଛି ।