ମୁମ୍ବାଇ ,ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୨୯୯୨ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩୦ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୦,୩୩,୨୬୬ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୫୧,୧୬୯ ଜଣ ମୃତ୍ୟୁବରଣ କରିଛନ୍ତି ।
କେରଳରେ ଗତ ୨୪ ଘଂଟାରେ ୬୩୫୬ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ତିରୁବନନ୍ତପୁରମ , କେରଳରେ ଗତ ୨୪ ଘଂଟାରେ ୬୩୫୬ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ରାଜ୍ୟରେ ଟି ସକ୍ରିୟ ୬୯,୧୧୩.ମାମଲା ରହିଛି ।