ଓଡିଶା କରୋନାରେ ଆଉ ଜଣଙ୍କର ମୃତ୍ୟୁ, ମୃତ୍ୟୁ ସଂଖ୍ୟା ବଢି ୧୯୦୮ ହେଲା desk February 5, 2021 ଭୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ବଢି ୧୯୦୮ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ କଟକ ଜିଲ୍ଲାର ଜଣେ ୮୩ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । Tags: Corona Continue Reading Previous: ଅତିରିକ୍ତ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର କରୋନା ଟିକା ନେଲେ Next: କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୧୪ ଗିରଫ, ୫୭୫ ବାହନ ଜବତ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories କେନ୍ଦ୍ର ସରକାରଙ୍କ ‘ଜଳ ଶକ୍ତି ହାକାଥନ୍–୨୦୨୫’ :ଏକ ଜାତୀୟ ଜଳ ଆନ୍ଦୋଳନ 1 min read ଓଡିଶା କେନ୍ଦ୍ର ସରକାରଙ୍କ ‘ଜଳ ଶକ୍ତି ହାକାଥନ୍–୨୦୨୫’ :ଏକ ଜାତୀୟ ଜଳ ଆନ୍ଦୋଳନ December 15, 2025 ରାଜ୍ୟସ୍ତରୀୟ ଜୟନ୍ତୀରେ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି 1 min read ଓଡିଶା ରାଜ୍ୟସ୍ତରୀୟ ଜୟନ୍ତୀରେ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି December 15, 2025 ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ଟୁର୍ଣ୍ଣାମେଣ୍ଟ ଓଡିଶା ମାଷ୍ଟର୍ସ ୨୦୨୫ ଉଦ୍ଯାପିତ 1 min read ଓଡିଶା ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ଟୁର୍ଣ୍ଣାମେଣ୍ଟ ଓଡିଶା ମାଷ୍ଟର୍ସ ୨୦୨୫ ଉଦ୍ଯାପିତ December 15, 2025