ଓଡିଶା ମାସ୍କ ନ ପିନ୍ଧିବା ଓ ଅନ୍ୟ ମାମଲାରେ ଯାଜପୁରରେ ଗତ ୨୪ ଘଂଟାରେ ୧୩୪୦୦୦ ଟଙ୍କା ଜୋରିମାନା ଆଦାୟ desk February 6, 2021 ଭୁବନେଶ୍ୱର, ଯାଜପୁର ପୋଲିସ ଗତ ୨୪ ଘଂଟା ମଧ୍ୟରେ ମାସ୍କ ପିନ୍ଧି ନ ଥିବା, ସାମାଜିକ ଦୂରତ୍ୱ ନିୟମକୁ ନ ମାନିବା, ବାହାରେ ଛେପ ପକାଇବା ଓ ମୋଟର ଯାନ ଆଇନ ଭାଙ୍ଗିବା ଅଭିଯୋଗରେ ୧୩୪୦୦୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ବେଳେ ୦୫ ଜଣଙ୍କର ଡ୍ରାଇଭିଂଗ ଲାଇସେନ୍ସକୁ ନିଲମ୍ବିତ କରା ଯାଇଛି । ଯାଜପୁର ଏସପି ଟ୍ୱିଟ କରି ଏହି ସୂଚନା ଦେଇଛନ୍ତି । Tags: Jajpur Continue Reading Previous: ଗୋଟିଏ ଦିନରେ ୮୨ କରୋନା ଆକ୍ରାନ୍ତ ଚିହ୍ନଟ Next: ମାହାଙ୍ଗା ଡବଲ ମର୍ଡର ମୁଖ୍ୟ ଅଭିଯୁକ୍ତ ପ୍ରଫୁଲ୍ଲ ବିଶ୍ୱାଳଙ୍କ ମୃତଦେହ ଉଦ୍ଧାର କଲା ପୋଲିସ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories Indo Kaling Times 22 November 2024 important news 1 min read ଓଡିଶା Indo Kaling Times 22 November 2024 important news November 22, 2024 କେନ୍ଦ୍ର କୃଷି ଓ କୃଷକ ମନ୍ତ୍ରାଳୟର ଆଞ୍ଚଳିକ ସମ୍ମିଳନୀ ଭୁବନେଶ୍ଵରରେ ଅନୁଷ୍ଠିତ 1 min read ଓଡିଶା କେନ୍ଦ୍ର କୃଷି ଓ କୃଷକ ମନ୍ତ୍ରାଳୟର ଆଞ୍ଚଳିକ ସମ୍ମିଳନୀ ଭୁବନେଶ୍ଵରରେ ଅନୁଷ୍ଠିତ November 22, 2024 ଓଡ଼ିଆ ଭାଷା ପ୍ରତିଷ୍ଠାନ ପକ୍ଷରୁ ‘ସମ୍ପାଦନା, ବନାନ ଶୁଦ୍ଧି ଓ ପ୍ରୁଫ୍ ସଂଶୋଧନ’ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ଓଡିଶା ଓଡ଼ିଆ ଭାଷା ପ୍ରତିଷ୍ଠାନ ପକ୍ଷରୁ ‘ସମ୍ପାଦନା, ବନାନ ଶୁଦ୍ଧି ଓ ପ୍ରୁଫ୍ ସଂଶୋଧନ’ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ November 22, 2024