ରାଷ୍ଟ୍ରୀୟ ମଣିପୁରରେ ଗତ ୨୪ ଘଂଟାରେ କରୋନାର ୧୧ ନୂଆ ମାମଲା desk February 6, 2021 ଇମ୍ଫାଲ , ମଣିପୁରରେ ଗତ ୨୪ ଘଂଟାରେ ୧୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୯,୧୧୦ ହୋଇଛି । ରାଜ୍ୟରେ ବର୍ତମାନ ଯାଏ ୩୭୨ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି । Tags: Manipur Continue Reading Previous: ଦିଲ୍ଲୀରେ ଗତ ୨୪ ଘଂଟାରେ ୧୫୪ କରୋନାର ନୂଆ ମାମଲାNext: ଆଜି ଗୁଜରାତ ଉଚ୍ଚ ନ୍ୟାୟାଳୟର ହୀରକ ଜୟନ୍ତୀ ସମାରୋହକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ମହାଭାରତରେ କର୍ଣ୍ଣ ଭାବରେ ପ୍ରସିଦ୍ଧି ଅର୍ଜନ କରିଥିବା ଅଭିନେତା ପଙ୍କଜ ଧୀରଙ୍କ ଦେହାନ୍ତ ରାଷ୍ଟ୍ରୀୟ ମହାଭାରତରେ କର୍ଣ୍ଣ ଭାବରେ ପ୍ରସିଦ୍ଧି ଅର୍ଜନ କରିଥିବା ଅଭିନେତା ପଙ୍କଜ ଧୀରଙ୍କ ଦେହାନ୍ତ October 15, 2025 ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ ରାଷ୍ଟ୍ରୀୟ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ October 9, 2025 ରାଷ୍ଟ୍ରପତି ମୁର୍ମୁ ଆଜି ଠାରୁ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ, ସୋମନାଥ ଏବଂ ଦ୍ୱାରିକାଧୀଶ ମନ୍ଦିରରେ କରିବେ ଦର୍ଶନ ରାଷ୍ଟ୍ରୀୟ ରାଷ୍ଟ୍ରପତି ମୁର୍ମୁ ଆଜି ଠାରୁ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ, ସୋମନାଥ ଏବଂ ଦ୍ୱାରିକାଧୀଶ ମନ୍ଦିରରେ କରିବେ ଦର୍ଶନ October 9, 2025