

କର୍ଣାଟକରେ ଗତ ୨୪ ଘଂଟାରେ ୫୩୧ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୫୩୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୯,୪୨,୦୩୧ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୨,୨୩୩ ଜଣଙ୍କର ମୃତ୍ୟୁ ଘଟିଛି ।
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୨,୭୬୮ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୨,୭୬୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୫ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୦,୪୧,୩୯୮ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୫୧,୨୮୦ ଜଣ ମୃତ୍ୟୁବରଣ କରିଛନ୍ତି ।