

ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ କରୋନାର ୭୫ ନୂଆ ମାମଲା
ହାଇଦ୍ରାବାଦ , ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୭୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮,୮୦,୧୭୯ ହୋଇଛି ।ରାଜ୍ୟରେ ବର୍ତମାନ ଯାଏ ୭୧୫୯ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।
ତାମିଲନାଡୁରେ ଗତ ୨୪ ଘଂଟାରେ ୪୭୭ କରୋନାର ନୂଆ ମାମଲା
ଚେନ୍ନାଇ, ତାମିଲନାଡୁରେ ଗତ ୨୪ ଘଂଟାରେ ୪୭୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮,୪୧,୩୨୬ ହୋଇଛି । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ବଢି ୧୨,୩୮୨ ହୋଇଛି ।