ରାଷ୍ଟ୍ରୀୟ ମଣିପୁରରେ ୨୪ ଘଂଟାରେ କରୋନାର ୯ ନୂଆ ମାମଲା desk February 8, 2021 ଇମ୍ଫାଲ , ମଣିପୁରରେ ଗତ ୨୪ ଘଂଟାରେ ୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୯,୧୨୬ ହୋଇଛି । ରାଜ୍ୟରେ ବର୍ତମାନ ଯାଏ ୩୭୩ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି । କେରଳରେ ଗତ ୨୪ ଘଂଟାରେ ୬୦୭୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ତିରୁବନନ୍ତପୁରମ , କେରଳରେ ଗତ ୨୪ ଘଂଟାରେ ୬୦୭୫ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ରାଜ୍ୟରେ ଟି ସକ୍ରିୟ ୬୭,୬୫୦ ମାମଲା ରହିଛି । Tags: Manipur / Kerala Continue Reading Previous: ରାଜସ୍ଥାନରେ ଗତ ୨୪ ଘଂଟାରେ କରୋନାର ୭୫ ନୂଆ ମାମଲା Next: କରୋନାରେ ଦେଶରେ ଗତ ୨୪ ଘଂଟାରେ ୧୧,୮୩୧ ନୂଆ ମାମଲା Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ମଙ୍ଗଳବାର ଅଯୋଧ୍ୟାରେ ଶ୍ରୀରାମ ଜନ୍ମଭୂମି ମନ୍ଦିରରେ ଧ୍ୱଜାରୋହଣ କରିବେ ପିଏମ ମୋଦି 1 min read ରାଷ୍ଟ୍ରୀୟ ମଙ୍ଗଳବାର ଅଯୋଧ୍ୟାରେ ଶ୍ରୀରାମ ଜନ୍ମଭୂମି ମନ୍ଦିରରେ ଧ୍ୱଜାରୋହଣ କରିବେ ପିଏମ ମୋଦି November 24, 2025 ଡଲାର ତୁଳନାରେ ଟଙ୍କାର ହ୍ରାସକୁ ନେଇ କେନ୍ଦ୍ରକୁ ଘେରିଲା ଜୟରାମ ରମେଶ ରାଷ୍ଟ୍ରୀୟ ଡଲାର ତୁଳନାରେ ଟଙ୍କାର ହ୍ରାସକୁ ନେଇ କେନ୍ଦ୍ରକୁ ଘେରିଲା ଜୟରାମ ରମେଶ November 24, 2025 ଶସ୍ତ୍ର ଛାଡିବାକୁ ନକ୍ସଲୀ ସଙ୍ଗଠନ ଏମଏମସି ଜୋନର ଘୋଷଣା, ତିନି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ନାମରେ ଜାରି କଲେ ଲିଫଲେଟ୍ 1 min read ରାଷ୍ଟ୍ରୀୟ ଶସ୍ତ୍ର ଛାଡିବାକୁ ନକ୍ସଲୀ ସଙ୍ଗଠନ ଏମଏମସି ଜୋନର ଘୋଷଣା, ତିନି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ନାମରେ ଜାରି କଲେ ଲିଫଲେଟ୍ November 24, 2025