
ନୂଆଦିଲ୍ଲୀ,ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରାଖଣ୍ଡ ଚମୋଲିରେ ଘଟିଥିବା ହିମସ୍ରୋତ ଜନିତ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠିରୁ 2 ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରିବା ଲାଗି ଘୋଷଣା କରିଛନ୍ତି ।
ଏଥିସହିତ ସେ ଗୁରୁତର ଆହତଙ୍କୁ 50 ହଜାର ଟଙ୍କା ପ୍ରଦାନ ପାଇଁ ମଧ୍ୟ ଘୋଷଣା କରିଛନ୍ତି ।
ଏନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ଟ୍ଵିଟ କରାଯାଇଛି ଯେ, “ଉତ୍ତରାଖଣ୍ଡର ଚମୋଲିରେ ଘଟିଥିବା ହିମସ୍ରୋତ ଯୋଗୁଁ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନ୍ଆରଏଫ୍ ରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 2 ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଅନୁମୋଦନ କରିଛନ୍ତି । ସେହିଭଳି ଗୁରୁତର ଭାବେ ଆହତ ହୋଇଥିବା ପ୍ରତ୍ୟେକଙ୍କୁ 50 ହଜାର ଟଙ୍କା ପ୍ରଦାନ କରାଯିବ” ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO