

ପଂଜାବରେ ଗତ ୨୪ ଘଂଟାରେ ୧୯୨ କରୋନାର ନୂଆ ମାମଲା
ଚଣ୍ଡିଗଡ , ପଂଜାବ ଗତ ୨୪ ଘଂଟାରେ ୧୯୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୧ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୧୧୨ହୋଇଛି । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ବଢି ୫,୬୫୩ ହୋଇଛିା
ଦିଲ୍ଲୀରେ ଗତ ୨୪ ଘଂଟାରେ ୧୨୫ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୧୨୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୦୩ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬,୨୪,୧୮୨ ହୋଇ ଯାଇଛି । ବର୍ତମାନ ସୁ୍ଦ୍ଧା ଏଠାରେ ୧୦,୮୮୨ଜଣଙ୍କର ମୃତ୍ୟୁ ଘଟିଛିା