
ଭୁବନେଶ୍ୱର, ଖୋର୍ଦ୍ଧା ଜିଲ୍ଲାପାଳ ତଥା ଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ ବୋର୍ଡର ଅଧ୍ୟକ୍ଷ ଲିଙ୍ଗରାଜ ମନ୍ଦିର ସମ୍ପର୍କିତ ଏନଏମଏର ବିଜ୍ଞପ୍ତି ପ୍ରତ୍ୟାହାର ପାଇଁ ଚିଠି ଲେଖିଛନ୍ତି ।
ଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ ବୋର୍ଡର ମୁଖ୍ୟ ଭାବେ ଚିଠି ଲେଖିଛନ୍ତି ଜିଲ୍ଲାପାଳ ସନତ କୁମାର ମହାନ୍ତି ଏହି ପତ୍ରକେ ଲିଙ୍ଗରାଜ ମନ୍ଦିରର ମହତ୍ୱ, ଗୁରୁତ୍ୱ ଓ ବିଶେଷତ୍ୱ ଏସବୁ ବିଷୟରେ ବ୍ୟାଖ୍ୟା କରିଛନ୍ତି । ଏନଏମଏର ବିଜ୍ଞପ୍ତି ପ୍ରତ୍ୟାହାର ନହେଲେ ଏହା କିପରି ସୌନ୍ଦର୍ଯ୍ୟକରଣ ଓ ପ୍ରଭୁଙ୍କ ନୀତିକାନ୍ତି ତଥା ସେବା ଏବଂ ସେବାୟତଙ୍କୁ ପ୍ରଭାବିତ କରିବ ସେ ବିଷୟରେ ମଧ୍ୟ ଉଲ୍ଲେଖ କରିଛନ୍ତି । ତେଣୁ ଏହି ବିଜ୍ଞପ୍ତି ଶିଘ୍ର ପ୍ରତ୍ୟାହାର କରିବାକୁ ସେ ଅନୁରୋଧ କରିଛନ୍ତି । ସେହିପରି ଯଦି ଏନଏମଏ ଆଗକୁ ଏମିତି କୌଣସି ନିଷ୍ପତି ନେଉଛି ତେବେ ପ୍ରଥମେ ସମସ୍ତଙ୍କ ସହ ଆଲୋଚନା କରିବାକୁ ଚିଠିରେ ଅନୁରୋଧ କରିଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO