
ଭୁବନେଶ୍ୱର, ଭୁବନେଶ୍ୱରରୁ ମୁଣ୍ଡ ବିହୀନ ମହିଳାଙ୍କ ମୃତଦେହ ମିଳିବା ଘଟଣାରେ ପେ ୨ଜଣଙ୍କୁ ଅଟକ ରଖି ପଚରାଉଚରା କରୁଥିବା ଜଣା ପଡିଛି । ଏହି ମାମଲାରେ କଟାମୁଣ୍ଡ କଣ ହେଲା ସେ ନେଇ ପଚାରା ଉଚୁରା କରା ଯାଉଥିବା ପୋଲିସ ସୂତ୍ରରୁ ପ୍ରକାଶ ।
ଉଲ୍ଲେଖନୀୟ ଯେ ଗତ କିଛି ଦିନ ତଳେ ଅନ୍ଧାରୁଆ-ଦାସପୁର ରାସ୍ତାକଡ଼ ବୁଦା ମୂଳରୁ ମୃତଦେହ ମିଳିଥିଲା । ତେବେ ମହିଳାଙ୍କ ପରିଚୟ ଜାଣିବାକୁ ବିଭିନ୍ନ ସ୍ଥାନରେ ପୋଷ୍ଟର ପୋଲିସ ଲଗାଇଥିଲା । ମହିଳାଙ୍କୁ କେହି ହତ୍ୟା କରି ଫିଙ୍ଗିଥିବା ସନ୍ଦେହ କରାଯାଉଛି । । ଘଟଣାସ୍ଥଳରେ ଭୁବନେଶ୍ୱର ଡିସିପି, ଫୋରେନସିକ୍ ଟିମ୍ ପହଂଚିି ତଦନ୍ତ ଚଳାଇଥିଲେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO