ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ କରୋନାର ୮୭ ନୂଆ ମାମଲା
ହାଇଦ୍ରାବାଦ , ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୮୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮,୮୮,୬୯୨ ହୋଇଛି । ରାଜ୍ୟରେ ବର୍ତମାନ ଯାଏ ୬,୮୯୯ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।