

କର୍ଣାଟକରେ ଗତ ୨୪ ଘଂଟାରେ ୪୩୦ କରୋନାର ନୂଆ ମାମଲା
ବେଙ୍ଗାଲୁରୁ ,କର୍ଣାଟକରେ ଗତ ୨୪ ଘଂଟାରେ ୪୩୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୭ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୯,୪୪,୦୫୭ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୨,୨୫୧ ଜଣଙ୍କର ମୃତ୍ୟୁ ଘଟିଛି ।