
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୧୨୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୦୩ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬,୩୬,୭୯୬ ହୋଇ ଯାଇଛି । ବର୍ତମାନ ସୁ୍ଦ୍ଧା ଏଠାରେ ୧୦,୮୮୯ ଜଣଙ୍କର ମୃତ୍ୟୁ ଘଟିଛିା