ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୩୬୧୧ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୩୬୧୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩୮ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୦,୬୦,୧୮୬ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୫୧୪୮୯ ଜଣ ମୃତ୍ୟୁବରଣ କରିଛନ୍ତି ।