

ମଣିପୁରରେ ୮ କରୋନାର ନୂଆ ମାମଲା
ଇମ୍ଫାଲ ,ମଣିପୁରରେ ଗତ ୨୪ ଘଂଟାରେ ୮ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୭୬ହୋଇ ଯାଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୩୭୩ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।