ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୧୪୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬,୩୭,୦୮୭ ହୋଇ ଯାଇଛି ।ବର୍ତମାନ ଯାଏ ୧୦,୮୯୩ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛିା