ନୂଆଦିଲ୍ଲୀ,ଦେଶରେ ଗତ ୨୪ଘଂଟା ମଧ୍ୟରେ ୧୨,୮୮୧ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୧୦୧ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୦୯,୫୦,୨୦୧ ପହଂଚିଛି ।ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧,୩୭,୩୪୨ ଥିବା ବେଳେ ବର୍ତମାନ ସୁଦ୍ଧା ୧,୫୬,୦୧୪ ଜଣ ମୃତ୍ୟୁ ବରଣ କରିଛ
ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୭,୨୬,୫୬୨ ନମୂନାର ପରୀକ୍ଷଣ
ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୬,୪୪,୯୩୧ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୨୦,୮୭,୦୩,୭୯୧ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା