
ବୁଧବାର ଦିନ ସୁରକ୍ଷା ସ୍ଥିତିର ସମୀକ୍ଷା କରିଥିଲେ ରାଜ୍ୟ ପୋଲିସ ମହା ନିର୍ଦେଶକ ଶ୍ରୀ ଅଭୟ । ସେ ସୁରକ୍ଷା ବ୍ୟବସ୍ଥାକୁ ନେଇ ଯାଂଚ କଲା ବେଳେ ତାଙ୍କ ସହ ପୋଲିସ କମିଶନର, ଗୁଇନ୍ଦା ନିର୍ଦେଶକ ଓ ଗୁଇନ୍ଦା ଡିଆଇଜି ମଧ୍ୟ ସାମିଲ ଥିଲ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
