
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୧୩୦ ନୂଆ କରୋନାର ମାମଲା ସାମନାକୁ ଆସିଛି ।  ଏହି ସମୟ ମଧ୍ୟରେ ୦୨ ଜଣଙ୍କର ମୃତ୍ୟୁ  ଘଟିଛି ।  ଦିଲ୍ଲୀ  ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬,୩୭,୪୪୫ ହୋଇ ଯାଇଛି । ବର୍ତମାନ ସୁ୍ଦ୍ଧା ଏଠାରେ    ୧୦,୮୯୬ ଜଣଙ୍କର ମୃତ୍ୟୁ ଘଟିଛିା