ଓଡିଶା କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୩୩ ଗିରଫ, ୭୫୪ ବାହନ ଜବତ desk February 20, 2021 ଭୁବନେଶ୍ୱର, ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୩୩ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୭୫୪ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୪,୧୪,୦୫୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି । Tags: Odisha Police Continue Reading Previous: ମହିଳାଙ୍କୁ ବିବାହର ସ୍ୱପ୍ନ ଦେଖାଇ ପ୍ରତାରଣା ଅଭିଯୋଗ : ସାମ୍ବାଦିକ ଗିରଫ Next: ଛତୁ ଚାଷ ଦେଇଛି ପରିଚୟ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories Indo Kaling Times 18 September 2025 Important news 1 min read ଓଡିଶା Indo Kaling Times 18 September 2025 Important news September 18, 2025 ସେପ୍ଟେମ୍ବର ୨୩ ତାରିଖରେ ଶ୍ରୀ ମନ୍ଦିର ରତ୍ନ ଭଣ୍ଡାରରେ ଅଳଙ୍କାର ସ୍ଥାନାନ୍ତର କରାଯିବ- ମୁଖ୍ୟ ପ୍ରଶାସକ 1 min read ଓଡିଶା ସେପ୍ଟେମ୍ବର ୨୩ ତାରିଖରେ ଶ୍ରୀ ମନ୍ଦିର ରତ୍ନ ଭଣ୍ଡାରରେ ଅଳଙ୍କାର ସ୍ଥାନାନ୍ତର କରାଯିବ- ମୁଖ୍ୟ ପ୍ରଶାସକ September 18, 2025 ସ୍ୱତନ୍ତ୍ର ଅଭିଯାନର ୧୭ତମ ଦିନରେ ୧.୧୫ କୋଟି ଟଙ୍କାର ବେଆଇନ ସାମଗ୍ରୀ ଜବତ 1 min read ଓଡିଶା ସ୍ୱତନ୍ତ୍ର ଅଭିଯାନର ୧୭ତମ ଦିନରେ ୧.୧୫ କୋଟି ଟଙ୍କାର ବେଆଇନ ସାମଗ୍ରୀ ଜବତ September 18, 2025