ଓଡିଶା ପାରିବାରିକ କଳହରୁ ହତ୍ୟା : ସାନଭାଇର ଟାଙ୍ଗିଆ ଚୋଟରେ ବଡ଼ଭାଇ ମୃତ desk February 21, 2021 ବଣାଇ, ପାରିବାରିକ କଳହକୁ କେନ୍ଦ୍ର କରି ଉତ୍ୟେକ୍ତ ସାନଭାଇର ଟାଙ୍ଗିଆ ଚୋଟରେ ବଡ଼ଭାଇର ମୃତ୍ୟୁ ଘଟିଛି । ସୁନ୍ଦରଗଡ଼ ଜିଲ୍ଲା ବଣାଇ ଉପଖଣ୍ଡ ମହୁଲପଦା ଥାନା ଅନ୍ତର୍ଗତ ଭଗବାନ ସାହିରେ ଘଟିଯାଇଛି ଏଭଳି ଏକ ବିଭତ୍ସ ହତ୍ୟାକାଣ୍ଡ । ସ୍ଥାନୀୟ ପୋଲିସ ଘଟଣାର ଛାନଭିନ୍ ଆରମ୍ଭ କରିଛି । Tags: Brother murdered elder Brother Continue Reading Previous: ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଯବାନ ଗୁରୁତରNext: ଜଲେଶପଟ୍ଟା କନ୍ୟାଶ୍ରମ ପରିଚାଳକଙ୍କୁ ହତ୍ୟା ଧମକ ପରେ ଆଶ୍ରମରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି : ବିଜେପି ଓ ବିଏଚପି ଟିମ୍ ଜଲେଶପଟ୍ଟା ଆଶ୍ରମ ଅଭିମୁଖେ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ଓଡିଶା ଏଆଇ(କୁତ୍ରିମ ବୁଦ୍ଧିମତ୍ତା) ସମ୍ମିଳନୀ ୨୦୨୫ ନିମନ୍ତେ ସାମ୍ବାଦିକ ସମ୍ମିଳନୀ 1 min read ଓଡିଶା ଓଡିଶା ଏଆଇ(କୁତ୍ରିମ ବୁଦ୍ଧିମତ୍ତା) ସମ୍ମିଳନୀ ୨୦୨୫ ନିମନ୍ତେ ସାମ୍ବାଦିକ ସମ୍ମିଳନୀ December 18, 2025 ସପ୍ତମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ ଉଦ୍ଯାପନୀ ସମାରୋହ ଓଡିଶା ସପ୍ତମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ ଉଦ୍ଯାପନୀ ସମାରୋହ December 18, 2025 ବ୍ରହ୍ମପୁର ନୀଳକଣ୍ଠ ନଗର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ୪୨ ତମ ବାର୍ଷିକ ଉତ୍ସବରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ 1 min read ଓଡିଶା ବ୍ରହ୍ମପୁର ନୀଳକଣ୍ଠ ନଗର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ୪୨ ତମ ବାର୍ଷିକ ଉତ୍ସବରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ December 18, 2025