ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ କରୋନାର ୫୪ ନୂଆ ମାମଲା
ହାଇଦ୍ରାବାଦ ,ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୫୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮,୮୯,୨୧୦ ହୋଇଛି ।ରାଜ୍ୟରେ ବର୍ତମାନ ଯାଏ ୭,୧୬୭ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୧୫୨ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୧୫୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬,୩୭,୭୫୫ହୋଇ ଯାଇଛି ।ବର୍ତମାନ ଯାଏ ୧୦,୮୯୮ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛିା