ହାଇଦ୍ରାବାଦ, ଆନ୍ଧ୍ର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତେଲୁଗୁଦେଶମ ପାର୍ଟୀର ମୁଖ୍ୟ ଏନ ଚନ୍ଦ୍ରାବାବୁ ନାଇଡୁ ରାଷ୍ଟ୍ରୀୟ ଇସ୍ପାତ ନିଗମ ଲିମିଟେଡର ଘରୋଇ କରଣ ପ୍ରକ୍ରିୟାକୁ ବନ୍ଦ କରିବାକୁ ଅନୁରୋଧ କରିଛନ୍ତି । ଏ ସମ୍ପର୍କତ ଅନୁରୋଧ କରି ସେ ଏକ ପତ୍ର ଲେଖିଥିବା ଜଣା ପଡିଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO